ଆଜି ୩୨୬୭ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୩୨୬୭ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୩୨୬୭ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର : ଆଜି ରାଜ୍ୟରୁ ୩୨୬୭ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ୧୯୬୧ ଜଣ କ୍ୱାରେଣ୍ଟାଇନରୁ ଏବଂ ୧୩୦୬ ଜଣ ସ୍ଥାନୀୟ ଅକ୍ରାନ୍ତ ବୋଲି ଜଣାପଡିଛି । ରାଜ୍ୟରେ ସମୁଦାୟ ଅକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୭୮ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୬୦, ବାଲେଶ୍ୱରରୁ ୯, ବରଗଡରୁ ୧୨୦, ଭଦ୍ରକରୁ ୧୩୮, ବଲାଙ୍ଗୀର ୪୩, ବୌଦ୍ଧରୁ ୪୪, କଟକରୁ ୩୮୪, ଦେବଗଡରୁ ୨୩, ଢେଙ୍କାନାଳରୁ ୧୮, ଗଜପତି ୧୮, ଗଞ୍ଜାମରୁ ୯୭, ଜଗତସିଂହପୁରରୁ ୬୬, ଯାଜପୁରରୁ ୨୩, ଝାରସୁଗୁଡାରୁ ୩୭, କଳାହାଣ୍ଡିରୁ ୩୭, କନ୍ଧମାଳ ୨୭, କେନ୍ଦ୍ରାପଡାରୁ ୫୧, କେନ୍ଦୁଝରରୁ ୧୦୭, ଖୋର୍ଦ୍ଧାରୁ ୮୫୯, କୋରାପୁଟରୁ ୮୩, ମାଲକାନଗିରିରୁ ୧୭, ମୟୁରଭଞ୍ଜରୁ ୧୩୪, ନବରଙ୍ଗପୁରରୁ ୮୫, ନୟାଗଡରୁ ୭୦, ନୂଆପଡାରୁ ୪୦, ପୁରୀରୁ ୨୩୫, ରାୟଗଡାରୁ ୧୬୯, ସମ୍ବଲପୁରରୁ ୮୦, ସୋନପୁରରୁ ୬୬ ଏବଂ ସୁନ୍ଦରଗଡରୁ ୧୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୬୭୮ ହୋଇଥିବା ବେଳେ ଏହା ମଧ୍ୟରୁ ୮୭୩୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୪୩ ରହିଛି ।