କରୋନାରେ ଆକ୍ରାନ୍ତ ହେଲେ କଂଗ୍ରେସ ସାଂସଦ କର୍ତ୍ତି ଚିଦାମ୍ବରମ

କରୋନାରେ ଆକ୍ରାନ୍ତ ହେଲେ କଂଗ୍ରେସ ସାଂସଦ କର୍ତ୍ତି ଚିଦାମ୍ବରମ

କରୋନାରେ ଆକ୍ରାନ୍ତ ହେଲେ କଂଗ୍ରେସ ସାଂସଦ କର୍ତ୍ତି ଚିଦାମ୍ବରମ
ଚେନ୍ନାଇ : ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ସାଂସଦ କର୍ତ୍ତି ଚିଦାମ୍ବରମ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ୍ ୟେଦ୍ୟୁରପ୍ପା ମଧ୍ୟ କରୋନା ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । କର୍ତ୍ତିଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ସେ ହୋମ୍ କ୍ୱାରେଣ୍ଟିନ୍ରେ ରହିଛନ୍ତି । ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୧୮ ଲକ୍ଷ ଅତିକ୍ରମ କରିଛି ।