ଦେଶରେ ୨୪ ଘଣ୍ଟାରେ ୧୮, ୮୭୦ ସଂକ୍ରମିତ ଚିହ୍ନଟ
ଦେଶରେ ୨୪ ଘଣ୍ଟାରେ ୧୮, ୮୭୦ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦିନକୁ କରୋନା ଗ୍ରାଫ ତଳମୁହାଁ ହେବାରେ ଲାଗିଛି। ଗତ ୨୪ଘଣ୍ଟାରେ ଦେଶରେ ୧୮,୮୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଓ ୩୭୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜି କେବଳ କେରଳର ୧୧ହଜାର ୧୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଓ ୧୪୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଶରେ ୩,୩୭,୧୬,୪୫୧ ମୋଟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ମୃତୁ୍ୟସଂଖ୍ୟା ୪,୪୭,୭୫୧କୁ ବୃଦ୍ଧି ପାଇଛି । ଦେଶରେ ଆକ୍ଟିଭକ କେସ୍ ରହିଛି ୨,୨୮,୫୨୦ ଓ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୩,୨୯,୮୬,୧୮୦କୁ ବୃଦ୍ଧି ପାଇଛି।




admin 