ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ସୋନପୁର : ସୁବର୍ଣ୍ଣପୁର ଜିଲ୍ଲା ବିନିକା ରେଞ୍ଜ ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ରେଞ୍ଜ ଫରେଷ୍ଟର ଜଗବନ୍ଧୁ ବାରିକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଜଗବନ୍ଧୁଙ୍କ ଘର ସମେତ ଅଫିସରେ ମଧ୍ୟ ଭିଜିଲାନ୍ସର ରେଡ କରିଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସୋନପୁର ଓ ସମ୍ବଲପୁର ଭିଜିଲାନ୍ସ ଟିମ ରେଡ କରିଥିବା ଜଣାପଡ଼ିଛି । ଚଢାଉ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି ।