ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି
ଭୁବନେଶ୍ୱର: ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ୩୦ତାରିଖ ଯାଏଁ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଅକ୍ଟୋବର ୧ରେ ଯାଂଜ ଶେଷ ହେବ । ୩ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ହେବ ।