ଭଲ ଖବର : ଆଜି ରାଜ୍ୟରୁ ୧୧୦୧ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୧୧୦୧ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୧୧୦୧ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୦୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୯୬ ଜଣ ସୁସ୍ଥ ହୋଇଛନ୍ତି । ଏହା ବ୍ୟତିତ କଟକରୁ ୮୯, ମୟୁରଭଞ୍ଜରୁ ୬୮, ବଲାଙ୍ଗୀରରୁ ୬୨, ବରଗଡରୁ ୬୦, ପୁରୀରୁ ୬୦, କଳାହାଣ୍ଡିରୁ ୫୮, ଜଗତସିଂହପୁରରୁ ୫୫, ଅନୁଗୁଳରୁ ୫୪, କେନ୍ଦ୍ରାପଡାରୁ ୪୭, ନୂଆପଡାରୁ ୪୪, କେନ୍ଦୁଝରରୁ ୪୨, ସମ୍ବଲପୁରରୁ ୩୭, ଭଦ୍ରକରୁ ୨୮, ଯାଜପୁରରୁ ୨୬, ଢେଙ୍କାନାଳରୁ ୨୩, ବାଲେଶ୍ୱରରୁ ୨୨, ନୟାଗଡରୁ ୧୪, ଗଞ୍ଜାମରୁ ୧୩, ଝାରସୁଗୁଡାରୁ ୧୩, କନ୍ଧମାଳରୁ ୧୧, ନବରଙ୍ଗପୁରରୁ ୧୧, ସୋନପୁରରୁ ୧୧, କୋରାପୁଟରୁ ୧୦, ବୌଦ୍ଧରୁ ୭, ଗଜପତିରୁ ୬, ମାଲକାନଗିରିରୁ ୬, ଦେବଗଡରୁ ୪, ରାୟଗଡାରୁ ୪ ଏବଂ ଷ୍ଟେଟପୁଲରୁ ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩ ହଜାର ୮୯୭ରେ ପହଞ୍ଚିଛି ।