ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି : ଆନ୍ଧ୍ରକୁ ନୋଟିସ

ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି : ଆନ୍ଧ୍ରକୁ ନୋଟିସ

ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି : ଆନ୍ଧ୍ରକୁ ନୋଟିସ
ଭୁବନେଶ୍ୱର: ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି କରାଯାଇଛି । ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ରପ୍ରଦେଶକୁ ଜବାବ ତଲବ କରାଯାଇଛି । ଏଥିସହ ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଦିନ ଧାର୍ଯ୍ୟ କରାଯାଇଛି । କୋଟିଆରେ ଆନ୍ଧ୍ର ପ୍ରଦେଶ ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଗୁରୁବାର ଓଡ଼ିଶାର ଆବେଦନକୁ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଗ୍ରହଣ କରିଥିଲେ । ଆବେଦନକୁ ଖାଲି ଗ୍ରହଣ କରିନଥିଲେ ମାମଲାର ଶୁଣାଣି କରିବାକୁ ଆଜି ଦିନ ଧାର୍ଯ୍ୟ କରିଥିଲେ । ମାମଲାର ଜରୁରୀ ଶୁଣାଣି ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା ।