୧୧ ଜିଲ୍ଲାରେ ବର୍ଷା ସମ୍ଭାବନା

୧୧ ଜିଲ୍ଲାରେ ବର୍ଷା ସମ୍ଭାବନା

 ୧୧ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ବର : ରାଜ୍ୟର ୧୧ ଜିଲ୍ଲାରେ ବର୍ଷା ପ୍ରବଳ ବର୍ଷା ସମ୍ଭାବନା ରହିଛି । ସକାଳ ୬ଟା ୩୦ମିନିଟ୍ ରୁ ୯ଟା ୩୦ମିନିଟ୍ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୧ ଜିଲ୍ଲା ହେଲା ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ । ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।