ବଡ଼ଚଣା କଂଗ୍ରେସର ମିଶ୍ରଣ ପର୍ବ ହାତ ଧରିଲେ ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷା

ବଡ଼ଚଣା କଂଗ୍ରେସର ମିଶ୍ରଣ ପର୍ବ ହାତ ଧରିଲେ ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷା

ବଡ଼ଚଣା କଂଗ୍ରେସର ମିଶ୍ରଣ ପର୍ବ ହାତ ଧରିଲେ ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷା

ବଡ଼ଚଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିହା ପଞ୍ଚାୟତରେ ଅନୁଷ୍ଠିତ କର୍ମୀ ସମାବେଶ ଓ ମିଶ୍ରଣ ପର୍ବରେ ବଡ଼ଚଣା ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷା ଶୁକ୍ରମଣି ପୂର୍ତ୍ତୀ ବିଜେପି ଦଳ ପରିତ୍ୟାଗ କରି ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ଯୋଗଦାନ କରିଛନ୍ତି, ସେହିପରି ସିହା ପଞ୍ଚାୟତର ଅନେକ ବିଜେଡି ଓ ବିଜେପି କର୍ମକର୍ତ୍ତା ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି । ସମସ୍ତଙ୍କୁ ଦଳୀୟ ଉତ୍ତରୀୟ ପ୍ରଦାନ କରି ଦଳକୁ ସ୍ଵାଗତ କରିବା ସହ ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ସାମିଲ କରାଯାଇଛି l