ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ  : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ପ୍ରାୟତଃ ୩ ରୁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।

 ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଏହି ସ୍ୱତନ୍ତ୍ର ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିଛି । ୨ୟ ଭୋଗ ମଣ୍ଡପ ଅନୁଷ୍ଠିତ ହେବା ପରେ ମହାପ୍ରଭୁଙ୍କୁ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ବନକଲାଗି ନୀତି ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଏଥିପାଇଁ ଅପରାହ୍ନରେ ଶ୍ରଦ୍ଧାଳୁମାନେ ପ୍ରାୟ ୩ରୁ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ।