ନୂଆଦିଲ୍ଲୀ: ଜାତୀୟ ମାନବାଧିକାର ଆୟୋଗ ଅଧ୍ୟକ୍ଷଭାବେ ଜଷ୍ଟିସ ଅରୁଣ କୁମାର ମିଶ୍ର ନିଯୁକ୍ତ ହୋଇଛନ୍ତି । ଜଷ୍ଟିସ ମିଶ୍ର ହେଉଛନ୍ତି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି । ପୂର୍ବରୁ ସେ କୋଲକାତା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ । ତେବେ ଏବେ ଶ୍ରୀ ମିଶ୍ରଙ୍କୁ ଜାତୀୟ ମାନବାଧିକାର ଆୟୋଗ ଅଧ୍ୟକ୍ଷଭାବେ ନିଯୁକ୍ତ ଦିଆଯାଇଛି ।
