ଭୁବନେଶ୍ୱର: ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଫେବୃୟାରୀ ୨୩ରେ ସେ ଓଡ଼ିଶା ଗସ୍ତରେ ଆସିବେ । ଢ଼େଙ୍କନାଳରେ ବୁଥ ସ୍ତରୀୟ କାର୍ୟ୍ୟକ୍ରମରେ ଯୋଗଦେବେ ଶାହା । ଏହାସହ ଅନ୍ୟାନ୍ୟ ଦଳୀୟ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।
ସୂଚନା ଥାଉକି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ । ଏଥିପାଇଁ କମିସନରେଟ ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ । ଗୃହମନ୍ତ୍ରୀଙ୍କ ଗସ୍ତ ଲାଗି ସ୍ୱତନ୍ତ୍ର ପୁଲିସ ଫୋର୍ସ ମୁତୟନ ରହିବେ ।
Powered by Froala Editor
