ଓଡ଼ିଶା ଆସୁଛନ୍ତି ରକେଟ ମ୍ୟାନ କେ.ଶିବନ ରାଜ୍ୟ ଖବର 2019-09-20 07:16:08 9309 views ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରକେଟ ମ୍ୟାନ କେ.ଶିବନ । ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ମୁଖ୍ୟ କେ. ଶିବନ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଶିବନ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।