ଭୁବନେଶ୍ୱର:ଆହୁରୀ ୨୪ ଘଂଟା ବର୍ଷା ଲାଗି ରହିବ । ଓଡିଶାର ବିଭିନ୍ନ ସ୍ଥାନରେ ୨୪ ଘଂଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କଟକ ଓ ଢେଙ୍କାନାଳରେ ବି ପ୍ରବଳ ବର୍ଷା ଆଶଙ୍କା ରହିଛି । ୨୪ ଘଂଟା ପରେ ୪ ଦିନ ଯାଏ ମେଘୁଆ ପାଗ ରହିବ । କିଛି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।
