ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ ରାଜ୍ୟ ଖବର 2019-11-15 06:48:33 12955 views ଭୁବନେଶ୍ବର: ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି। ତେବେ ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ, ଅର୍ଥ ମନ୍ତ୍ରୀଙ୍କ ସମେତ ବିରୋଧୀ ଦଳ ନେତା ଏବଂ ମୁଖ୍ୟ ସଚେତକ ମଧ୍ୟ ସାମିଲ ଅଛନ୍ତି। ସର୍ବଦଳୀୟ ବୈଠକରେ କଂଗ୍ରେସ ବିଧାୟକ ଦଳ ନେତା ଉପସ୍ଥିତ ରହିଛନ୍ତି।