କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବି

କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ରାଜ୍ୟ ଖବର

ଭୁବନେଶ୍ୱର : ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ଗୁରୁବାର ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଚାଷୀଙ୍କ ଧାନ ବିକ୍ରି ପ୍ରସଙ୍ଗ, ନାରୀ ନିର୍ଯ୍ୟାତନା, ଖଣିଜ ପଦାର୍ଥର ଚୋରାଚାଲାଣ ଆଦି ପ୍ରସଙ୍ଗ ଉଠାଇ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଦେଖାଯାଇଛି। ଏହି କାରଣରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି କରିଛନ୍ତି।