ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏମ୍ସରେ ଭର୍ତ୍ତି |

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏମ୍ସରେ ଭର୍ତ୍ତି |

ଜାତୀୟ ଖବର

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଆଜି ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ଚିକିତ୍ସା ପାଇଁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ଜାତୀୟ ଗଣମାଧ୍ୟମ ସଂସ୍ଥା ଟୁଇଟ ଜରିଆରେ ଏହି ସୂଚନା ଦେଇଛି ।