ହାତୀ ଆକ୍ରମଣରେ ମହିଳା ମୃତ ରାଜ୍ୟ 2019-04-20 04:41:01 10560 views ଭବାନୀପାଟଣା : ନର୍ଲା ଥାନା ଅନ୍ତର୍ଗତ ଶ୍ରୀପାଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳା ଜଣକ ପାଖ ଜଙ୍ଗଲକୁ ମହୁଲ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲା। ହାତୀଟି ତାଙ୍କୁ ଧରି ତଳେ କଚାଡି ଦେବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା।