କେବେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ର ଗଣତି ମଣତି

କେବେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ର ଗଣତି ମଣତି

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ SOP ପ୍ରସ୍ତୁତ ଏହି ସୂଚନା ଦେଇଛନ୍ତି ରତ୍ନ ଭଣ୍ଡାର ର ତଦାରଖ କମିଟି ଅଧକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଆଜି ସେ ପୁରୀ ଆସିଥିବା ବେଳେ ଗଣ ମାଧ୍ୟମକୁ ଏହି ସୂଚନା ଦେଇଛନ୍ତି , ରତ୍ନ ଭଣ୍ଡାର ମରାମତି ପରେ ଗଣତି ମଣତି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି ପାଇଁ ASI  ଙ୍କୁ ହସ୍ତାନ୍ତର କରିବ ଶ୍ରୀମନ୍ଦିର ପ୍ରଶାସନ ଗଣତି ମଣତି ପରେ ରତ୍ନ ଓ ଅଳଙ୍କାର ତାଲିକା ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବ ବୋଲି ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି | ବାହାର ଓ ଭିତର ରତ୍ନ ଭଣ୍ଡାର ରୁ ରତ୍ନ ଓ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ ରେ ରଖ ଯାଇଛି