ଅକ୍ଟୋବର ୨ରୁ ପ୍ଲାଷ୍ଟିକ ବ୍ୟାନ୍

ଅକ୍ଟୋବର ୨ରୁ ପ୍ଲାଷ୍ଟିକ ବ୍ୟାନ୍

ଅକ୍ଟୋବର ୨ରୁ ପ୍ଲାଷ୍ଟିକ ବ୍ୟାନ୍
ଭୁବନେଶ୍ୱର:ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ ହେବ । ସହରାଂଚଳ ସମେତ ରାଜ୍ୟରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ବ୍ୟାନ୍ କରାଯିବ । ଜଙ୍ଗଲ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତିି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏହାକୁ କାର୍ଯ୍ୟକାରୀ କରାଯିବ । ସ୍ୱାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ ପାଇଁ ପ୍ରଧାନମନ୍ତ୍ରୀ କହିଥିଲେ ।