ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି

ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି

ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି
ଭୁବନେଶ୍ବର: ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁରରୁ ୩ ଜଣ ଓ ଭୁବନେଶ୍ବରରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, କଟକ, ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ, କେନ୍ଦ୍ରାପଡାରୁ, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।