ଆଜି ରାଜ୍ୟରୁ ୩୦୬୭ ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୩୦୬୭ ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୩୦୬୭ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ଆଜି ରାଜ୍ୟରୁ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ଜଣ କ୍ୱାରେଣ୍ଟାଇନରୁ ଏବଂ ୧୨୫୮ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଥିବା ଜଣାପଡିଛି । ଅନୁଗୁଳ ଜିଲ୍ଲାରୁ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪୬ ଜଣ, ବରଗଡରୁ ୬୯, ଭଦ୍ରକରୁ ୫୯, ବଲାଙ୍ଗୀରରୁ ୭୮, ବୌଦ୍ଧରୁ ୪୫, କଟକରୁ ୨୩୦, ଦେବଗଡରୁ ୧୫, ଢେଙ୍କାନାଳରୁ ୯୧, ଗଜପତିରୁ ୨୧, ଗଞ୍ଜାମରୁ ୩୪, ଜଗତସିଂହପୁରରୁ ୮୪, ଯାଜପୁରରୁ ୬୦, ଝାରସୁଗୁଡାରୁ ୯୬, କଳାହାଣ୍ଡିରୁ ୫୪, କନ୍ଧମାଳରୁ ୮୧, କେନ୍ଦ୍ରାପଡାରୁ ୯୪, କେନ୍ଦୁଝରରୁ ୮୧, ଖୋର୍ଦ୍ଧାରୁ ୫୫୫, କୋରାପୁଟରୁ ୫୫, ମାଲକାନଗିରିରୁ ୨୪, ମୟୁରଭଞ୍ଜରୁ ୧୪୩, ନବରଙ୍ଗପୁରରୁ ୫୮, ନୟାଗଡରୁ ୬୮, ନୂଆପଡାରୁ ୮୫, ପୁରୀରୁ ୧୭୮, ରାୟଗଡାରୁ ୪୧, ସମ୍ବଲପୁରରୁ ୯୮, ସୋନପୁରରୁ ୨୨, ସୁନ୍ଦରଗଡରୁ ୬୨ ଏଂ ଷ୍ଟେଟପୁଲରୁ ୨୧୧ ଜଣ ଆକ୍ରାନ୍ତ ରହିଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୫ ହଜାର ୬୭୬ରେ ପହଞ୍ଚିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୨୧୦ ରହିଛି ।