ଆଜି ୩୫୪୩ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୩୫୪୩ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୩୫୪୩ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର : ଆଜି ରାଜ୍ୟରୁ ୩୫୪୩ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ୨୧୬୧ ଜଣ କ୍ୱାରେଣ୍ଟାଇନରୁ ଏବଂ ୧୩୮୨ ଜଣ ସ୍ଥାନୀୟ ଅକ୍ରାନ୍ତ ବୋଲି ଜଣାପଡିଛି । ରାଜ୍ୟରେ ସମୁଦାୟ ଅକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୨୨୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୬୮, ବାଲେଶ୍ୱରରୁ ୧୫୩, ବରଗଡରୁ ୨୭୪, ଭଦ୍ରକରୁ ୫୦, ବଲାଙ୍ଗୀର ୩୭, ବୌଦ୍ଧରୁ ୬୭, କଟକରୁ ୨୯୫, ଢେଙ୍କାନାଳରୁ ୬୯, ଗଜପତି ୨୯, ଗଞ୍ଜାମରୁ ୧୦୨, ଜଗତସିଂହପୁରରୁ ୮୫, ଯାଜପୁରରୁ ୨୦୬, ଝାରସୁଗୁଡାରୁ ୮୭, କଳାହାଣ୍ଡିରୁ ୩୭, କନ୍ଧମାଳ ୩୮, କେନ୍ଦ୍ରାପଡାରୁ ୪୮, କେନ୍ଦୁଝରରୁ ୪୪, ଖୋର୍ଦ୍ଧାରୁ ୮୭୮, କୋରାପୁଟରୁ ୯୦, ମାଲକାନଗିରିରୁ ୧୨୫, ମୟୁରଭଞ୍ଜରୁ ୩୨୬, ନବରଙ୍ଗପୁରରୁ ୩୩, ନୟାଗଡରୁ ୩୪, ନୂଆପଡାରୁ ୯୮, ପୁରୀରୁ ୬୧, ରାୟଗଡାରୁ ୬୭, ସମ୍ବଲପୁରରୁ ୮୩, ସୋନପୁରରୁ ୯୯ ଏବଂ ସୁନ୍ଦରଗଡରୁ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୨୧ ହୋଇଥିବା ବେଳେ ଏହା ମଧ୍ୟରୁ ୯୦୩୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୨୯୯ ରହିଛି ।