ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ

ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ

ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା। ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ମୋଟ୍ ୬୦ଟି କେନ୍ଦ୍ର ଖୋଲାଯାଇଛି । ଏଥର ୧୬ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ। ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୫ରେ ଶେଷ ହେବ।