ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କୁ ଆକ୍ରମଣ

ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କୁ ଆକ୍ରମଣ

ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କୁ ଆକ୍ରମଣ
ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ଛକରେ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଗାଡ଼ି ଉପରେ ଆକ୍ରମଣ ହୋଇଛି । ଶ୍ରୀ ଜ୍ଞାନେନ୍ଦ୍ର ଜଳଖିଆ ଖାଉଥିବାବେଳେ ଜଣେ ମନ୍ତ୍ରୀଙ୍କ ସମର୍ଥକ ତାଙ୍କ ଗାଡ଼ିକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣକାରୀ ତାଙ୍କ ଗାଡ଼ିର କାଚ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଗାଡ଼ିକୁ ଆକ୍ରମଣ କରିବା ସହ ଆକ୍ରମଣକାରୀ ତାଙ୍କ ଅଶ୍ଳୀଳ ଭାଷାରେ ଗାଳିଗୁଳଜ କରିଥିବା ମଧ୍ୟ ଅଭିଯୋଗ ହୋଇଛି ।