ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଘୋଷଣା

ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଘୋଷଣା

ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଘୋଷଣା
ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨୧ ତାରିଖରେ ବିଜେପୁର ଫାଇଟ । ଏନେଇ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଥିବାବେଳେ ବିଜେଡି ରୀତା ସାହୁଙ୍କୁ ପ୍ରାର୍ଥୀ କରିଛି । କେବଳ ବିଜେପି ତାର ପ୍ରାର୍ଥୀ ଘୋଷଣା କରିନାହିଁ । ତେବେ ଆସନ୍ତାକାଲି ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବ । ଏହି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି । ଆସନ୍ତାକାଲି ଦିଲ୍ଲୀରେ ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ବୈଠକ ପରେ ବିଜେପୁର ପାଇଁ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି ।