ଓଏନଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ୫ ମୃତ

ଓଏନଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ୫ ମୃତ

ଓଏନଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ୫ ମୃତ
ମୁମ୍ବାଇ: ଓଏନଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୫ ଜଣଙ୍କ ମୃତୁ୍ୟ ହୋଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି । ନଭି ମୁମ୍ବାଇ ସ୍ଥିତ ଓଏନିଜସି ପ୍ଲାଣ୍ଟରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ସମ୍ପର୍କରେ କିଛି ଜଣାପଡ଼ିନଥିବବେଳେ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି । ଗୁରୁତର ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।