କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ନୂଆଦିଲ୍ଲୀ, ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଯାଇଛି । ମୋଟ ୧୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି । ପ୍ରଥମ ତାଲିକାରେ ପ୍ରୟଙ୍କା ଗାନ୍ଧୀଙ୍କ ନାମ ନଥିବାରୁ ଏହା ଦଳୀୟ ମହଲରେ ଏକ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରିୟଙ୍କା କଂଗ୍ରେସରେ ଯୋଗ ଦେବା ପରେ ତାଙ୍କୁ ପୂର୍ବ ଉତର ପ୍ରଦେଶରେ ଦାୟିତ୍ୱ ଦିଆଯାଇଛି । ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆମେଥି ଏବଂ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାୟବରେଲି ଆସନରୁ ଲଢ଼ିବେ ।