କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ବରଣ ଘଟଣା

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ବରଣ ଘଟଣା

ଘଟଣାର RDC ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ 

ଦକ୍ଷିଣାଞ୍ଚଳ RDC
ରୂପା ରୋଶନ ସାହୁ କରିବେ ମୃତ୍ୟୁ ଘଟଣାର ତଦନ୍ତ 

ଟାକୁଆ ଜାଉ ଖାଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୨ ଜଣ ଗୁରୁତର ହୋଇ କଟକ SCB ମେଡିକାଲରେ ଚିକିତ୍ସିତ ହେଉଛନ୍ତି