କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ।

କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ।

କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ  ।
ଭୁବନେଶ୍ୱରର ଜଣେ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମହିଳାଙ୍କ ବୟସ ୩୮ ବର୍ଷ । ମହିଳା ଜଣକ କରୋନା ସଂକ୍ରମିତ ହୋଇଥିଲେ ବି ଅନ୍ୟ ସମସ୍ୟା ଥିଲା । ସୋରିଆସିସି ପାଇଁ ଦୀର୍ଘ ଦିନରୁ ମହିଳାଙ୍କ ଚିକିତ୍ସା ଜାରି ରହିଥିଲା । ସେପଟିକ ସକ ଓ ମଲ୍ଟି ଅର୍ଗାନ ପାଇଁ ତାଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଜେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୯୨ ସକ୍ରିୟ ଆକ୍ରାନ୍ତ ଥିବାବେଳେ ୨୨୮୨ ଜଣ ସୁସ୍ଥ ହୋଇଛନ୍ତି। ମୋଟ ମୃତ୍ୟୁ ସଂଖ୍ୟା କରୋନାରେ ୯ ଓ କରୋନା ବ୍ୟତୀତ ୩ ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି।