ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ

ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ

ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ
ଭୁବନେଶ୍ୱର: ଶୁକ୍ରବାର ଠାରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହୋଇଛି । ତେବେ ଆରମ୍ଭରୁ ଗୃହରେ ହଟ୍ଟଗୋଳ ହୋଇଛି । ବିରୋଧୀ ଦଳର ସଦସ୍ୟମାନେ ବାଚସ୍ପତିଙ୍କ ପୋଡ଼ିୟମ ନିକଟକୁ ଆସି ହୋହାଲ୍ଲା କରିଥିଲେ । ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । ପ୍ରକାଶ ଯେ, ଏପ୍ରିଲ ୯ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନରେ ମୋଟ ୨୨ଟି କାର୍ଯ୍ୟ ଦିବସ ରହିଛି ।