ଦିନ ୨ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ସତର୍କ ସୂଚନା

ଦିନ ୨ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ସତର୍କ ସୂଚନା

ଦିନ ୨ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ତେଣୁ ଦିନ ୨ଟା ପର‌୍ୟ୍ୟନ୍ତ ୯ଟି ଜିଲ୍ଲାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ସର୍ତକ ସୂଚନା ଜାରି କରାଯାଇଛି ।