ପାଣ୍ଡିଆନଙ୍କୁ 5T ଦାୟିତ୍ୱ

ପାଣ୍ଡିଆନଙ୍କୁ 5T ଦାୟିତ୍ୱ

ପାଣ୍ଡିଆନଙ୍କୁ 5T ଦାୟିତ୍ୱ
ଭୁବନେଶ୍ୱର: ଆଇଏଏସ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂଆ ନିଯୁକ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବଭାବେ ତାଙ୍କୁ ନିଯୁକ୍ତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ସହ ସେ ୫ଟି ଦାୟିତ୍ୱରେ ରହିବେ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।