ବାରମ୍ବାର ବିବାହ ଭାଙ୍ଗିବାରୁ ଯୁବତୀଙ୍କ ଆତ୍ମହତ୍ୟା

ବାରମ୍ବାର ବିବାହ ଭାଙ୍ଗିବାରୁ ଯୁବତୀଙ୍କ ଆତ୍ମହତ୍ୟା

ବାରମ୍ବାର ବିବାହ ଭାଙ୍ଗିବାରୁ ଯୁବତୀଙ୍କ ଆତ୍ମହତ୍ୟା
ବଲାଙ୍ଗିର : ବାରମ୍ବାର ବାହାଘର ଭାଙ୍ଗିବାରୁ ଜଣେ ଯୁବତୀ ଚରମ ନିଷ୍ପତ୍ତି ନେଇଛନ୍ତି । ନିଆରେ ପୋଡି ଯୋଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଶେଷରେ ଆଜି ଯୁବତୀ ଜଣଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିର ମେଡିକାଲରେ ଯୁବତୀଜଣକ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ମୃତ ଯୁବତୀଙ୍କ ଘର ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା କୁଲିତାଯୋର ଗାଁରେ । କିରୋସିନି ଢାଳି ହୋଇ ପୋଡି ମରିବାକୁ ଯୁବତୀ ଜଣକ ଉଦ୍ୟମ କରିଥିବାର ତାଙ୍କ ବାପା କହିଥିଲେ । ଜଣେ ଯୁବକ ବାରମ୍ବାର ବାହାଘର ଭାଙ୍ଗୁ ଥିବାରୁ ଯୁବତୀ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଅଭିଯୁକ୍ତକୁ ଗିରଫ କରିବା ପାଇଙଁ ଦାବି କରିଛନ୍ତି ମୃତ ଯୁବତୀଙ୍କ ବାପା ।