ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ
ଭୁବନେଶ୍ୱର: ଆଜି ତାଙ୍କର ୧୧୨ତ୍ତମ ଜନ୍ମ ଜୟନ୍ତୀ ଅବସରରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ସମ୍ମୁଖରେ ତାଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ବୀର ସୁରେନ୍ଦ୍ର ସାଏଙ୍କ ଭଳି ମହାନ୍ ଆତ୍ମାଙ୍କ ବଳିଦାନକୁ ମନେ ପକାଇ ପୁରା ରାଜ୍ୟରେ ତାଙ୍କ ସ୍ୱାଧିନତା ସଂଗ୍ରାମର ବାର୍ତା ସୂଚାଇ ତାଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇଥିଲେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ବରଗଡ ସାଂସଦ ସୁରେଶ ପୂଜାରୀ ସମେତ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ମଧ୍ୟ ଉପସ୍ଥିତ ରହିଥିଲେ ।