ବ୍ରିଟେନର ସ୍ୱାସ୍ଥ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ

ବ୍ରିଟେନର ସ୍ୱାସ୍ଥ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ

ବ୍ରିଟେନର ସ୍ୱାସ୍ଥ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ
ଦୁଇଦିନ ତଳେ ବ୍ରିଟେନ୍‌ ଯୁବରାଜ ପ୍ରିନ୍ସ ଚାର୍ଲସଙ୍କ ଠାରେ କୋଭିଡ୍-୧୯ ପଜିଟିଭ୍‌ ମିଳିଥିବା ବେଳେ ଆଜି ଦେଶର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଙ୍କୁ କରୋନା ହୋଇଥିବା ସ୍ପଷ୍ଟ ହୋଇଥିଲା। ଏହାର କିଛି ସମୟ ପରେ ବ୍ରିଟେନର ସ୍ୱାସ୍ଥ୍ୟମନ୍ତ୍ରୀ ମ୍ୟାଟ ହାନକକ୍ ମଧ୍ୟ କରୋନା ଭାଇରସ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ଜଣାଇବା ସହ ଏବେ ସେ ଘରୁ କାମ କରିବେ ବୋଲି ଜଣାଇଛନ୍ତି।