ଭଲ ଖବର : ଅଜି ୨୮୫୦ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଅଜି ୨୮୫୦ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଅଜି ୨୮୫୦ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ଆଜି ରାଜ୍ୟରୁ ୨୮୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲା ମାନଙ୍କ ମଧ୍ୟରେ କଟକୁ ୧୮୪, ପୁରୀରୁ ୧୪୭, ଅନୁଗୁଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡରୁ ୮୫, ମୟୁରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୋନପୁରରୁ ୮୦, ବଲାଙ୍ଗୀରରୁ ୭୨, ଝାରସୁଗୁଡାରୁ ୭୨, ବାଲେଶ୍ୱରରୁ ୬୯, ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରିରୁ ୪୨, ବୌଦ୍ଧରୁ ୪୧, ନୂଆପଡାରୁ ୪୧, ନୟାଗଡରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡାରୁ ୨୭, କୋରାପୁଟରୁ ୨୬, ଦେବଗଡରୁ ୧୫ , ଗଜପତିରୁ ୩ ଏବଂ ଷ୍ଟେଟ ପୁଲରୁ ୨୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୪୧ ହଜାର ୩୮୫ରେ ପହଞ୍ଚିଛି ।