ଭଲ ଖବର : ଆଜି ରାଜ୍ୟରୁ ୧୫୨୦ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୧୫୨୦ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୧୫୨୦ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ଆରୋଗ୍ୟଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଆଜି ରାଜ୍ୟରୁ ୧୫୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତିତ ମୟୁରଭଞ୍ଜରୁ ୧୧୩ ଜଣ, କଟକରୁ ୧୦୨, ଜଗତସିଂହପୁରରୁ ୯୪, ଅନୁଗୁଳରୁ ୮୯, ନୂଆପଡାରୁ ୭୦, ଝାରସୁଗୁଡାରୁ ୬୮,ସୁନ୍ଦରଗଡରୁ ୬୫, ବଲାଙ୍ଗୀରରୁ ୬୩, କେନ୍ଦ୍ରାପଡାରୁ ୫୩, ବାଲେଶ୍ୱରରୁ ୫୦, ଯାଜପୁରରୁ ୪୮, ବରଗଡରୁ ୪୬, ପୁରୀରୁ ୪୫, ଗଞ୍ଜାମରୁ ୩୬, କେନ୍ଦୁଝରରୁ ୩୦, ସମ୍ବଲପୁରରୁ ୨୭, ଭଦ୍ରକରୁ ୨୬, ଢେଙ୍କାନାଳରୁ ୨୫, ସୋନପୁରରୁ ୨୫, କଳାହାଣ୍ଡିରୁ ୨୪, କୋରାପୁଟରୁ ୨୪, ବୌଦ୍ଧରୁ ୧୭, ନବରଙ୍ଗପୁରରୁ ୧୬, ନୟାଗଡରୁ ୧୬, ଦେବଗଡରୁ ୧୧, ରାୟଗଡାରୁ ୧୦, କନ୍ଧମାଳରୁ ୮, ମାଲକାନଗିରିରୁ ୮, ଗଜପତିରୁ ୫ ଏବଂ ଷ୍ଟେଟପୁଲରୁ ୨୧ ଜଣ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଆଜିର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୭୩ରେ ପହଞ୍ଚିଛି ।