ଭଲ ଖବର : ଆଜି ରାଜ୍ୟରୁ ୮୦୨ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୮୦୨ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୮୦୨ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ଆରୋଗ୍ୟଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ଏହି କ୍ରମରେ ୮୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି । ଏହା ବ୍ୟତିତ ସୁନ୍ଦରଗଡରୁ ୮୦, କଟକରୁ ୭୦, ମୟୁରଭଞ୍ଜରୁ ୫୬, ଜଗତସିଂହପୁରରୁ ୫୧, ନୂଆପଡାରୁ ୪୯, ଅନୁଗୁଳରୁ ୪୩, କେନ୍ଦ୍ରାପଡାରୁ ୩୨, ବଲାଙ୍ଗୀରରୁ ୨୯, ପୁରୀରୁ ୨୭, କୋରାପୁଟରୁ ୨୬, ଯାଜପୁରରୁ ୨୫, କେନ୍ଦୁଝରରୁ ୨୨, ବରଗଡରୁ ୨୧, ଭଦ୍ରକରୁ ୨୦, କଳାହାଣ୍ଡିରୁ ୨୦, ସମ୍ବଲପୁରରୁ ୧୯, ବାଲେଶ୍ୱରରୁ ୧୫, ଝାରସୁଗୁଡାରୁ ୧୧, ମାଲକାନଗିରିରୁ ୧୧, ଗଞ୍ଜାମରୁ ୧୦, ନବରଙ୍ଗପୁରରୁ୧୦, ଢେଙ୍କାନାଳରୁ ୮, ନୟାଗଡରୁ ୭, କନ୍ଧମାଳରୁ ୬, ରାୟଗଡାରୁ ୩, ଦେବଗଡରୁ ୨, ଗଜପତିରୁ ୨ ଏବଂ ଷ୍ଟେଟପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୯୪ରେ ପହଞ୍ଚିଛି ।