ଭଲ ଖବର : ଆଜି ରାଜ୍ୟରୁ ୯୦୮ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୯୦୮ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ରାଜ୍ୟରୁ ୯୦୮ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ଆଜି ରାଜ୍ୟରୁ ୯୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୩ ଜଣ ଆକ୍ରାନ୍ତ ରହିଛନ୍ତି । ଏହା ବ୍ୟତିତ ଅନୁଗୁଳରୁ ୬୫, କଟକରୁ ୬୩, ମୟୁରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ ୪୯, ଯାଜପୁରରୁ ୪୨, ବଲାଙ୍ଗୀରରୁ ୪୦, କେନ୍ଦ୍ରାପଡାରୁ ୩୯, ଜଗତସିଂହପୁରରୁ ୩୬, କଳାହାଣ୍ଡିରୁ ୩୬, ନୂଅରାପଡାରୁ ୩୨, ପୁରୀରୁ ୩୧, ବରଗଡରୁ ୨୬, ସମ୍ବଲପୁରରୁ ୨୪, ଭଦ୍ରକରୁ ୧୭, କନ୍ଧମାଳରୁ ୧୨, କୋରାପୁଟରୁ ୧୨, ନବରଙ୍ଗପୁରରୁ ୧୨, ଢେଙ୍କାନାଳରୁ ୧୦, ଗଞ୍ଜାମରୁ ୧୦, ମାଲକାନଗିରିରୁ ୧୦ଳ, ସୋନପୁରରୁ ୭, ବୌଦ୍ଧରୁ ୬, ଗଜପତିରୁ ୪, ନୟାଗଡରୁ ୩, ଦେବଗଡରୁ ୨, ରାୟଗଡାରୁ ୨ ଏବଂ ଷ୍ଟେଟପୁଲରୁ ୨୩ ଜଣ ଆକ୍ରାନ୍ତ ରହିଛନ୍ତି । ଆଜିର ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୯ ହଜାର ୭୪୭ରେ ପହଞ୍ଚିଛି ।