ଭଲ ଖବର : ଆଜି ୬୨୯ କରୋନା ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ୬୨୯ କରୋନା ଆକ୍ରାନ୍ତ ସୁସ୍ଥ

ଭଲ ଖବର : ଆଜି ୬୨୯ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ଆଜି ରାଜ୍ୟରୁ ୬୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆରୋଗ୍ୟଙ୍କ ମଧ୍ୟରୁ ସର୍ବାଧିକ ୭୩ ଜଣ ଅନୁଗୁଳରୁ ସୁସ୍ଥ ହୋଇଛନ୍ତି । ଏହା ବ୍ୟତିତ ସୁନ୍ଦରଗଡରୁ ୬୫, ଖୋର୍ଦ୍ଧାରୁ ୬୦, ମୟୁରଭଞ୍ଜରୁ ୪୪, ନୂଆପଡାରୁ ୩୯, ଝାରସୁଗୁଡାରୁ ୩୬, ବଲାଙ୍ଗୀରରୁ ୩୧, କଟକରୁ ୨୯, ଜଗତସିଂହପୁରରୁ ୨୮, କେନ୍ଦୁଝରରୁ ୨୬, ବାଲେଶ୍ୱରରୁ ୨୫, ଭଦ୍ରକରୁ ୨୦, ସମ୍ବଲପୁରରୁ ୧୯, ଗଞ୍ଜାମରୁ ୧୭, କେନ୍ଦ୍ରାପଡାରୁ ୧୭, ପୁରୀରୁ ୧୭, ବରଗଡରୁ ୧୪, ଯାଜପୁରରୁ ୧୪, କଳାହାଣ୍ଡିରୁ ୭, ନୟାଗଡରୁ ୭, ଢେଙ୍କାନାଳରୁ ୬, ଗଜପତିରୁ ୪, ନବରଙ୍ଗପୁରରୁ ୪, ରାୟଗଡାରୁ ୪, ବୌଦ୍ଧରୁ ୩, ଦେବଗଡରୁ ୩, କନ୍ଧମାଳରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଆଜିର ଆରୋଗ୍ୟଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୪ ହଜାର ୨୩ରେ ପହଞ୍ଚିଛି ।