ଭଲ ଖବର : ଦେଢ ଲକ୍ଷ ଅତିକ୍ରମ କଲା ଆରୋଗ୍ୟଙ୍କ ସଂଖ୍ୟା

ଭଲ ଖବର : ଦେଢ ଲକ୍ଷ ଅତିକ୍ରମ କଲା ଆରୋଗ୍ୟଙ୍କ ସଂଖ୍ୟା

ଭଲ ଖବର : ଦେଢ ଲକ୍ଷ ଅତିକ୍ରମ କଲା ଆରୋଗ୍ୟଙ୍କ ସଂଖ୍ୟା
ଭୁବନେଶ୍ୱର : ରାଜ୍ୟରେ ଆଜି ୩୮୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ସହିତ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ଦେଢ ଲକ୍ଷ ଅତିକ୍ରମ କରିଛି । ଖୋର୍ଦ୍ଧାରୁ ସର୍ବାଧିକ ୫୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୩୮୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲା ମଧ୍ୟରୁ ପୁରୀରୁ ୨୭୪, ଅନୁଗୁଳରୁ ୨୧୦, ବରଗଡରୁ ୧୯୦, ବାଲେଶ୍ୱରରୁ ୧୮୫, ବଲାଙ୍ଗୀରରୁ ୧୮୩, କେନ୍ଦ୍ରାପଡାରୁ ୧୫୬, କଳାହାଣ୍ଡିରୁ ୧୫୦, ସମ୍ବଲପୁରରୁ ୧୩୮, ଜଗତସିଂହପୁରରୁ ୧୨୩, ମୟୁରଭଞ୍ଜରୁ ୧୨୨, ଯାଜପୁରରୁ ୧୧୮, କନ୍ଧମାଳରୁ ୧୧୦, ନବରଙ୍ଗପୁରରୁ ୯୭, ସୋନପୁରରୁ ୯୩, ନୂଆପଡାରୁ ୯୧, କୋରାପୁଟରୁ ୭୪, ଝାରସୁଗୁଡାରୁ ୭୦, କେନ୍ଦୁଝରରୁ ୫୫, ନୟାଗଡରୁ୫୫, ଭଦ୍ରକରୁ ୫୩, ବୌଦ୍ଧରୁ ୪୧, ମାଲକାନଗିରିରୁ ୨୭, ରାୟଗଡାରୁ ୨୨, ଦେବଗଡରୁ ୨୦, ଢେଙ୍କାନାଳରୁ ୧୭, ଗଞ୍ଜାମରୁ ୧୭, ଗଜପତିରୁ ୧୩ ଏବଂ ଷ୍ଟେଟ ପୁଲରୁ ୧୦୬ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଆଜିର ଆରୋଗ୍ୟଙ୍କଚ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୫୩ ହଜାର ୨୧୩ରେ ପହଞ୍ଚିଛି ।