ଭଲ ଖବର : ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ

ଭଲ ଖବର : ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ

ଭଲ ଖବର : ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ଆଜି ରାଜ୍ୟରେ ୨୫୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ ୧୨୦, କେନ୍ଦ୍ରାପଡାରୁ ୧୧୪, ପୁରୀରୁ ୧୧୪, ଅନୁଗୁଳରୁ ୧୦୮, ବଲାଙ୍ଗୀରରୁ ୧୦୩, ମୟୁରଭଞ୍ଜରୁ ୧୦୧, ବରଗଡରୁ ୯୭, ନୂଆପଡାରୁ ୯୦, ନବରଙ୍ଗପୁରରୁ ୮୧, କେନ୍ଦୁଝରରୁ ୭୪, ଜଗତସିଂହପୁରରୁ ୭୧, ଢେଙ୍କାନାଳରୁ୬୯, ଭଦ୍ରକରୁ ୬୭, ନୟାଗଡରୁ ୬୭, ଝାରସୁଗୁଡାରୁ ୬୨, ମାଲକାନଗିରିରୁ ୫୭, କନ୍ଧମାଳରୁ ୪୯, ସୋନପୁରରୁ ୪୫, କଳାହାଣ୍ଡିରୁ ୩୯, ଗଞ୍ଜାମରୁ ୩୬, ବୌଦ୍ଧରୁ ୩୪, କୋରାପୁଟରୁ ୩୩, ଦେବଗଡରୁ ୨୩, ରାୟଗଡାରୁ ୧୯, ଗଜପତିରୁ ୧୩ ଏବଂ ଷ୍ଟେଟପୁଲରୁ ୧୫୫ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟାଂ ୨ଲକ୍ଷ ୩୦ ହଜାର ୧୯୨ରେ ପହଞ୍ଚିଛି ।