ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି
ଭୁବନେଶ୍ୱର : ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା । କରୋନା କାରଣରୁ ରାଜ୍ୟରେ ଆଜି ୧୦ ଜଣଙ୍କର ମୃତ୍ୟୁ ଘଟିବା ସହିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଛି । ଖୋର୍ଦ୍ଧା ଓ ଗଞ୍ଜାମରୁ ୩ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ରାୟଗଡା, ବାଲେଶ୍ୱର, ସୁନ୍ଦରଗଡ ଏବଂ ପୁରୀରୁ ଜଣେ ଲେଖାଏଁ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ତଥ୍ୟ ପ୍ରକାଶ ପାଇଛି ।