ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ।

ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ।

ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ।
ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ ଜଣ ଥିବା ବେଳେ ଜଗତସିଂପୁରର ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁରରୁ ୧୨, ଖୋର୍ଧାରୁ ୧୨, କେନ୍ଦ୍ରାପଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଓ କେଉଁଝରରୁ ୨ ଜଣ ରହିଛନ୍ତି । ସେହିପରି ଭଦ୍ରକ ଓ ନୟାଗଡରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।