ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ
ରାଜ୍ୟରେ ଆଉ ୨ ଆକ୍ରାନ୍ତ ସୁସ୍ଥ । ରାଜ୍ୟରେ ଆଉ ୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଉରକେଲାର ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏହି ଦୁଇଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୪୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।