ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି
ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ୯ ମୁଣ୍ଡ ନେଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୧୪ରେ ପହଞ୍ଚିଛି । ଗଞ୍ଜାମରେ ସର୍ବାଧିକ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକଓ ମୟୁରଭଞ୍ଜରୁ ଦୁଇ ଜଣଙ୍କର ପ୍ରାଣହାନି ଘଟିଛି । ଏହା ସହିତ ସୁନ୍ଦରଗଡ ଏବଂ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭ରେ ପହଞ୍ଚିଛି । ଗଞ୍ଜାମର ତିନି ମୃତକଙ୍କ ବୟସ ଯଥାକ୍ରମେ ୭୩, ୮୨ ଓ ୩୬ ବର୍ଷ ବୋଲି ସୂଚନା ରହିଛି । ସେହିପରି କଟକରୁ ଆଜି ଦୁଇ ଜଣଜଣଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ବୟସ ଯଥାକମେ ୨୩ ଓ ୭୨ ବର୍ଷ । ସେହିପରି ମୟୂରଭଞ୍ଜରୁ ୬୦ ଓ ୫୮ବର୍ଷୀୟ ବ୍ୟକ୍ତି ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ ୮୧ବର୍ଷ ହୋଇଥିବାବେଳେ କନ୍ଧମାଳରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ ୬୧ବର୍ଷ ବୋଲି ସୂଚନା ରହିଛି ।