ରାଜ୍ୟରେ ୨୪ ଘଣ୍ଟାରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୧ହଜାର ୪୮୦କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୬୨ଜଣ ରହିଥିବାବେଳେ ୬୧୮ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୩୩୪ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । 

ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୭୩ହଜାର ୩କୁ ବୃଦ୍ଧି ପାଇଛି ।