ଲୋକସଭାରେ ଜାମ୍ମୁ କାଶ୍ମୀର ପୁନର୍ଗଠନ ବିଲ୍

ଲୋକସଭାରେ ଜାମ୍ମୁ କାଶ୍ମୀର ପୁନର୍ଗଠନ ବିଲ୍

ଲୋକସଭାରେ ଜାମ୍ମୁ କାଶ୍ମୀର ପୁନର୍ଗଠନ ବିଲ୍
ନୂଆଦିଲ୍ଲୀ:ଲୋକସଭାରେ ଆଗତ ହେଲା ଜାମ୍ମୁ କାଶ୍ମୀର ପୁନର୍ଗଠନ ବିଲ୍ । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକସଭାରେ ବିଲ୍ ଆଗତ କରିଛନ୍ତି । ବିଲ୍ ଆଗତ ପରେ ଚର୍ଚ୍ଚା ଆରମ୍ଭ ହୋଇଛି । ଗୃହରେ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ-ହୋହାଲ୍ଲା କରୁଛନ୍ତି । ଜାମ୍ମୁ କାଶ୍ମୀର ପୁନର୍ଗଠନ ବିଲ୍ କାଲି ରାଜ୍ୟସଭାରେ ପାରିତ ହୋଇଛି ।