ଶ୍ରୀମନ୍ଦିର ମାମଲା ଖାରଜ

ଶ୍ରୀମନ୍ଦିର ମାମଲା ଖାରଜ

ଶ୍ରୀମନ୍ଦିର ମାମଲା ଖାରଜ
ନୂଆଦିଲ୍ଲୀ, ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦକୁ ବିରୋଧ କରି ଦାୟର ହୋଇଥିବା ଯାଚିକା ଖାରଜ କରିଛନ୍ତି ସର୍ବୋଚ୍ଚ ଅଦାଲତ । ଫଳରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କାଏମ ରହିଛି । ଆମିକସ୍‌ କ୍ୟୁରି ଓ ସଲିସିଟର୍‌ ଜେନେରାଲଙ୍କୁ ପୁରୀ ଆସି ସ୍ଥିତି ପରଖିବାକୁ କହିଛନ୍ତି କୋର୍ଟ । ଉଭୟ ପୁରୀ ଆସିବାକୁ ସମ୍ମତି ପ୍ରକାଶ କରିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣୀ ଆସନ୍ତା ସେପ୍ଟେମ୍ବର ୧୭ ହେବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ ପକ୍ଷର ଓକିଲ ଶ୍ୱେତକେନ୍ଦୁ ମିଶ୍ର ।